Jharsuguda Bypoll
ବିଧାୟକ ବାଛିଲା ଝାରସୁଗୁଡ଼ା। ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ପରେ ଏଠାରେ ହୋଇଥିବା ଉପନିର୍ବାଚନ ଲାଗି ଆଜି ଭୋଟ୍ ଗ୍ରହଣ ଶେଷ ହୋଇଛି। ଧୁ ଧୁ ଖରା ସତ୍ତ୍ବେ ଭୋଟର୍ ନିଜ ମତାଧିକାର ସାବ୍ୟସ୍ତ କରିଥିଲେ।ପୁରୁଷଙ୍କ ଭୋଟରଙ୍କ ତୁଳନାରେ ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ମତଦାନ ସରିବା ପରେ ୩ ପ୍ରମୁଖ ଦଳର ପ୍ରାର୍ଥୀ ନିଜ ନିଜର ବିଜୟ ନେଇ ଆଶାବାଦୀ ଅଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)