Teacher Recruitment
ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ କେଁ । ଗେଜେଟ୍ ନୋଟିଫିକେସନ୍ ପ୍ରକାଶ ପାଉ ପାଉ ବିବାଦ । ଆନୁଆଲ୍ ଏଗ୍ରିମେଣ୍ଟ ଆଧାରରେ ଶିକ୍ଷକଙ୍କୁ ମିଳିବ ବର୍ଷିକିଆ ନିଯୁକ୍ତି । ଠିକା ନିଯୁକ୍ତି ବ୍ୟବସ୍ଥା ଉଛେଦ ପରେ ବି ପୁଣି ସେହି ବ୍ୟବସ୍ଥାକୁ ଫେରିଲେ ସରକାର । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର ଆରମ୍ଭ କଲେ ପ୍ରକ୍ରିୟା । ତେବେ ଏଥିପାଇଁ ଯେଉଁ ବିଜ୍ଞପ୍ତି ପ୍ରକାଶ ପାଇଛି ତାକୁ ନେଇ ଦେଖାଦେଇଛି ବିବାଦ । କାରଣ ଶିକ୍ଷକ ନିଯୁକ୍ତି ସ୍ଥାୟୀ ବଦଳରେ ବର୍ଷିକିଆ ଏଗ୍ରିମେଣ୍ଟ ଆଧାରରରେ ହେବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)