Advertisment

ଘୁଞ୍ଚିଲା କୋଟିଆ ଶୁଣାଣି

ପୁଣି ଘୁଞ୍ଚିଲା କୋଟିଆ ଶୁଣାଣି । ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି । ଯେ ପର୍ଯ୍ୟନ୍ତ ଉଭୟ ରାଜ୍ୟ ମିଶି ସମାଧାନର ରାସ୍ତା ନବାହାର କରିଛନ୍ତି ସେ ପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ ଏହି ମାମଲା ଚାଲୁ ରହିବ । ଉଭୟ ରାଜ୍ୟଙ୍କୁ ସେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ । ଏହାର ପରବର୍ତ୍ତି ଶୁଣାଣି ଜାନୁଆରୀ ମାସର ପ୍ରଥମ ସପ୍ତାହ ମଧ୍ୟରେ ହେବ ।

author-image
Pallipuspa Samal

ପୁଣି ଘୁଞ୍ଚିଲା କୋଟିଆ ଶୁଣାଣି । ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି । ଯେ ପର୍ଯ୍ୟନ୍ତ ଉଭୟ ରାଜ୍ୟ ମିଶି ସମାଧାନର ରାସ୍ତା ନବାହାର କରିଛନ୍ତି ସେ ପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ ଏହି ମାମଲା ଚାଲୁ ରହିବ ।

Advertisment
Supreme Court New Delhi Kotia Row Contempt Case
Advertisment
Advertisment