ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିଥିବା ପୁରସ୍କାରକୁ ନେଇ ତେଜିଲା ରାଜନୀତି । ୨୪ ନିର୍ବାଚନ ପାଖଉ ଥିବାରୁ ନବୀନଙ୍କ ପୁରସ୍କାରକୁ ଅସ୍ତ୍ର କରି ଏବେଠୁ ମାହୋଲ ବନାଇବା ଚକ୍କରରେ ବିଜେଡି, ଯାହାକୁ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ବିରୋଧୀ ।
Published: Chandan Shishu
Last updated: 04 September 2022, 11:52 PM IST
ବିଭିନ୍ନ ସରକାରୀ ଯୋଜନା, ପ୍ରକଳ୍ପ ସହିତ ଯୋଡି ହୋଇ ରହିଥିଲା ବିଜୁଙ୍କ ନାମ । ରାଜ୍ୟର ରାସ୍ତା ଘାଟ, ବଜାର ହାଟ ସବୁଠି ବିଜୁଙ୍କ ପଦଚିହ୍ନ । ଏହା ନୁହଁ ଯେ ଅନ୍ୟ କୌଣସି ମହାପୁରୁଷଙ୍କ ନାମରେ ଯୋଜନା ହୋଇ ନାହିଁ କିମ୍ବା ସେମାନଙ୍କ ଜୟନ୍ତୀ ପାଳନ କରାଯାଇ ନାହିଁ ।