Panchayat Election
ବିଜୟୀ ପ୍ରାର୍ଥୀଙ୍କ ଟାହିଟାପରାରୁ ଉଜୁଡ଼ି ଗଲା ପ୍ରାର୍ଥୀଙ୍କ ସଂସାର। ବିଜୟୀ ପ୍ରାର୍ଥୀଙ୍କ କମେଣ୍ଟ ମରାକୁ ନେଇ ନିର୍ବାଚନରେ ପରାଜିତ ହୋଇଥିବା ପ୍ରାର୍ଥିନୀଙ୍କ ସ୍ୱାମୀ ଆତ୍ମହତ୍ୟା କରିଥିବା ବେଳେ ପ୍ରାର୍ଥିନୀ ବିଷ ପିଇ ଗୁରୁତର ହୋଇପଡ଼ିଛନ୍ତି। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ପଦ୍ମପୁର ପଞ୍ଚାୟତରେ ଏହି ଅଭାବନୀୟ ଘଟଣା ଘଟିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)