ଖୁବଶୀଘ୍ର ବଦଳୁଛି ରାଜ୍ୟ ମନ୍ତ୍ରିମଣ୍ଡଳର ଚେହେରା। ପାଓ୍ୱାର କରିଡରରେ ବଡ଼ ଚର୍ଚ୍ଚା। ପୁରୁଣାରୁ ୫୦ ପ୍ରତିଶତଙ୍କୁ ବଦଳାଇ ନୂଆ ଟିମ୍ ଗଢୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। କିଏ ହେବେ ଆଉଟ୍, କାହାର ହେବ ଇନ୍।
Published: Chandan Shishu
Last updated: 17 April 2022, 11:15 PM IST
ପୁଣି ବଢିଲା ରାସନ କାର୍ଡ e-KYC ଅପଡେଟ୍ ଡେଡଲାଇନ୍। ପୂର୍ବ ଘୋଷିତ ଶେଷ ତାରିଖକୁ ଆଉ ଥରେ ବଢାଇଲେ ରାଜ୍ୟ ସରକାର। ରାସନକାର୍ଡ ହିତାଧିକାରୀଙ୍କୁ ନୂଆ କାର୍ଡ ଦେବା ପୂର୍ବରୁ ପୂର୍ବ ନିର୍ଦ୍ଧାରିତ ଡେଡଲାଇନ୍ ଜାନୁଆରୀ ୩୧କୁ ଆସନ୍ତା ଫେବ୍ରୁଆରୀ ୧୫ ଯାଏଁ ବୃଦ୍ଧି ଘୋଷଣା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।