Advertisment

ମତଦାନ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ

ପୁରୀ କଣାସ ବ୍ଲକର ବଡାଲ ପଞ୍ଚାୟତରେ ଆକ୍ରମଣ । ମତଦାନ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ । ଦୁର୍ବୃତ୍ତ ମାନେ ସାମ୍ବାଦିକ ସୁମନ୍ତ ସୁନ୍ଦରାୟ ଓ ସାଙ୍ଗରେ ଥିବା କ୍ୟାମେରାମ୍ୟାନ ଚିତନ ସ୍ୱାଇଁଙ୍କୁ ଆକ୍ରମଣ କରିଥିଲେ । ସେହିପରି ଆଉ ଏକ ବୈଦ୍ୟୁତିକ ଗଣମାଧ୍ୟମର ରିପୋର୍ଟର ସରୋଜ ମଲ୍ଲିକ ଓ କ୍ୟାମେରାମ୍ୟାନ ରବି ତ୍ରିପାଠୀଙ୍କୁ ମଧ୍ୟ ଆକ୍ରମଣ କରାଯାଇଛି ।

author-image
Pallipuspa Samal

ମତଦାନ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ : ପୁରୀ କଣାସ ବ୍ଲକର ବଡାଲ ପଞ୍ଚାୟତରେ ଆକ୍ରମଣ । ଦୁର୍ବୃତ୍ତ ମାନେ ସାମ୍ବାଦିକ ସୁମନ୍ତ ସୁନ୍ଦରାୟ ଓ ସାଙ୍ଗରେ ଥିବା କ୍ୟାମେରାମ୍ୟାନ ଚିତନ ସ୍ୱାଇଁଙ୍କୁ ଆକ୍ରମଣ କରିଥିଲେ । ସେହିପରି ଆଉ ଏକ ବୈଦ୍ୟୁତିକ ଗଣମାଧ୍ୟମର ରିପୋର୍ଟର ସରୋଜ ମଲ୍ଲିକ ଓ କ୍ୟାମେରାମ୍ୟାନ ରବି ତ୍ରିପାଠୀଙ୍କୁ ମଧ୍ୟ ଆକ୍ରମଣ କରାଯାଇଛି

Advertisment
Media Personnel Assaulted
Advertisment
Advertisment