BJP
Advertisment
ଡବଲ୍ ଇଞ୍ଜିନର ଫାଇଦା ଲୋକଙ୍କ ପାଖରେ ପହଞ୍ଚାଇ ସଙ୍ଗଠନ ବଢାଇବାକୁ ବିଜେପିର ବଡ଼ ପ୍ଲାନ୍। କେନ୍ଦ୍ର ଓ ରାଜ୍ୟ ବଜେଟକୁ ନେଇ ଲୋକଙ୍କ ପାଖକୁ ଯିବେ ମନ୍ତ୍ରୀ, ବିଧାୟକ। ଜିଲ୍ଲାସ୍ତରରେ କରିବେ ସାମ୍ବାଦିକ ସମ୍ମିଳନୀ। ଘରେ ଘରେ ପହଞ୍ଚିବେ କର୍ମୀ। ଅନ୍ୟପଟେ ଏଇ ମାସ ସୁଦ୍ଧା ସମସ୍ତ ବୋର୍ଡ ଓ ନିଗମରେ ଅଧ୍ୟକ୍ଷ ନିଯୁକ୍ତ କରି ସରକାରୀ କଳକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ଶୁକ୍ରବାର ଅନୁଷ୍ଠିତ ଦଳର କୋର୍ କମିଟି ବୈଠକରେ ଗୁରୁତ୍ୱ ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us