Advertisment

ଓଡ଼ିଶା ଆସୁଛନ୍ତି ବିଜେପି କ୍ଷେତ୍ରୀୟ ପ୍ରଭାରୀ: ମିଶନ୍ ୨୪ ପାଇଁ ହେବ ରୋଡ୍‌ମ୍ୟାପ୍‌

ଶନି ୨୪ ପାଇଁ ବିଜେପିର ପାଗଭିଡ଼ା। ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ। ୨୦୨୪ ପାଇଁ କେତେ ଆଗେଇଛି ପ୍ରସ୍ତୁତି, ରାଜ୍ୟ ନେତାଙ୍କଠୁ ହିସାବ ନେବେ, ଦଳକୁ କିଭଳି ଆହୁରି ମଜଭୁତ କରିହେବ ସେନେଇ ମନ୍ତ୍ର ଦେବେ ବଂଶଲ। ରାଜ୍ୟରେ ଆଗୁଆ ନିର୍ବାଚନ ଚର୍ଚ୍ଚା ଭିତରେ ମୋ ବୁଥ୍, ସବୁଠୁ ମଜଭୁତ କାର୍ଯ୍ୟକ୍ରମ କିଭଳି ଆଗକୁ ବଢିବ ତାର ଉପାୟ ବତାଇବେ। ଧାମନଗର ଓ ପଦ୍ମପୁର ଫଳାଫଳକୁ ନେଇ ବି ସମୀକ୍ଷା କରାଯିବ। କାଲି ଦୁଇଟି ପର୍ଯ୍ୟାୟରେ ବୈଠକ ହେବ।

BJD BJP Congress
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ