Advertisment

ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ‘5T ସଚିବ ‘ମଡର୍ଣ୍ଣ ଡେମୋକ୍ରାଟିକ ସ୍ଲେଭେରୀ’ ନୀତି ଅପଣାଇଛନ୍ତି

ରାଜନେତାମାନେ କ୍ରୀତଦାସ ହେବା ଓଡ଼ିଆଙ୍କ ସ୍ୱାଭିମାନ ପ୍ରତି ଅଭିଶାପ।’

Advertisment

ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ‘5T ସଚିବ ‘ମଡର୍ଣ୍ଣ ଡେମୋକ୍ରାଟିକ ସ୍ଲେଭେରୀ’ ନୀତି ଅପଣାଇଛନ୍ତି। ଓଡ଼ିଶା ରାଜନୀତିରେ କ୍ରୀତଦାସ ପ୍ରଥା ଗ୍ରହଣ କରିବାକୁ ବାଧ୍ୟ କରାଯାଉଛି। ବିଜୁ ବାବୁଙ୍କ ପୁଅଙ୍କ ନେତୃତ୍ବତ୍ୱରେ ରାଜନୈତିକ କ୍ରୀତଦାସତ୍ୱ ବଢ଼ିବାକୁ ଯାଉଛି। ରାଜନେତାମାନେ କ୍ରୀତଦାସ ହେବା ଓଡ଼ିଆଙ୍କ ସ୍ୱାଭିମାନ ପ୍ରତି ଅଭିଶାପ।’ 

Advertisment
BJD BJP Congress Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ