ସରିଲା ପୌର ଭୋଟ୍ । ପ୍ରାୟ ୮ ବର୍ଷ ପରେ ସହରବାସୀ ଦେଇଛନ୍ତି ରାୟ । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ଓ ୧୦୬ ପୋରାଞ୍ଚଳରେ ଶେଷ ହୋଇଛି ମତଦାନ । ପ୍ରଥମ ଥର ପାଇଁ ମେୟର ଓ ପୌରାଧ୍ୟକ୍ଷ ଲାଗି ସିଧାସଳଖ ଭୋଟ୍ ହୋଇଥିବାରୁ ଭୋଟର୍ମାନେ ଏଥର ଦୁଇଟି ଲେଖାଏଁ ଭୋଟ୍ ଦେଇଛନ୍ତି ।
Published: Satyendu Shekher Mishra
Last updated: 24 March 2022, 10:20 PM IST
ହଠାତ୍ ରାଜନୀତିକୁ ଆସି ହିଇଚଇ କରିଦେଇଥିବା ତଥାକଥିତ ଲେଖିକା ସୁନୀତି ମୁଣ୍ଡ ଏବେ ତାଙ୍କ ରୂପ ବଦଳାଇଛନ୍ତି। ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେଲାପରେ ସେ ସନ୍ୟାସିନୀ ବେଶ ଧାରଣ କରିଛନ୍ତି। ମୁଣ୍ଡରୁ ବାଳ କାଟି ସେ ଜୀବନର ଗୁଢ଼ତତ୍ୱ ଖୋଜିବେ ବୋଲି ଘୋଷଣା କରିଛନ୍ତି। ପଢ଼ନ୍ତୁ ପୂରା କାହାଣୀ...