Election
ପୌର ଉପାଧ୍ୟକ୍ଷ ନିର୍ବାଚନ ପାଇଁ ରାଜନୈତିକ ଛକାପଞ୍ଝ । ୫୮ ଏନ୍ଏସି ଓ ୪୭ ପୌର ପରିଷଦର ଡେପୁଟି ଚେୟାରମ୍ୟାନ୍ ଆସନ ଦଖଲ ଲାଗି ଚାଲିଛି ଜୋରଦାର କସରତ । କେଉଁଠି ଘୋଡ଼ା ବେପାରର ଆଶଙ୍କା ତ କେଉଁଠି ମିଶ୍ରଣ ପର୍ବର ଆସର । ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ଆଜି ବିଜେଡିର ହାତ ଧରିଛନ୍ତି ଖୋର୍ଦ୍ଧା ପୌର ପରିଷଦର ସମସ୍ତ ୫ ସ୍ୱାଧୀନ କାଉନସିଲର ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)