Advertisment

ପୌର ଉପାଧ୍ୟକ୍ଷ ନିର୍ବାଚନ ପାଇଁ ରାଜନୈତିକ ଛକାପଞ୍ଝ

କେଉଁଠି ଘୋଡ଼ା ବେପାରର ଆଶଙ୍କା ତ କେଉଁଠି ମିଶ୍ରଣ ପର୍ବର ଆସର । ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ଆଜି ବିଜେଡିର ହାତ ଧରିଛନ୍ତି ଖୋର୍ଦ୍ଧା ପୌର ପରିଷଦର ସମସ୍ତ ୫ ସ୍ୱାଧୀନ କାଉନସିଲର ।

Advertisment

ପୌର ଉପାଧ୍ୟକ୍ଷ ନିର୍ବାଚନ ପାଇଁ ରାଜନୈତିକ ଛକାପଞ୍ଝ । ୫୮ ଏନ୍ଏସି ଓ ୪୭ ପୌର ପରିଷଦର ଡେପୁଟି ଚେୟାରମ୍ୟାନ୍ ଆସନ ଦଖଲ ଲାଗି ଚାଲିଛି ଜୋରଦାର କସରତ । କେଉଁଠି ଘୋଡ଼ା ବେପାରର ଆଶଙ୍କା ତ କେଉଁଠି ମିଶ୍ରଣ ପର୍ବର ଆସର । ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ଆଜି ବିଜେଡିର ହାତ ଧରିଛନ୍ତି ଖୋର୍ଦ୍ଧା ପୌର ପରିଷଦର ସମସ୍ତ ୫ ସ୍ୱାଧୀନ କାଉନସିଲର । 

Advertisment
Odisha Politics ULB Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ