Advertisment

କିଏ ହେବ ଭୁବନେଶ୍ୱରର ଡେପୁଟି ମେୟର?

କିଏ ହେବ ଭୁବନେଶ୍ୱରର ଡେପୁଟି ମେୟର? ଆସନ୍ତାକାଲି ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୋର୍ ଧରିଛି ଚର୍ଚ୍ଚା। ତେବେ ଏହି ପଦଲାଗି ଜୋରଦାର୍ ଲବି ଚାଲିଛି। ଭୁବନେଶ୍ୱରର ତିନି ନିର୍ବାଚନ ମଣ୍ଡଳୀରୁ କେଉଁଠୁ ଆସିବ ଡେପୁଟି ମେୟରଙ୍କ ନାଁ, କେଉଁ ବିଧାୟକଙ୍କର ରହିଛି କେତେ ଦବ୍‌ଦବା, ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା।

author-image
Otv Khabar Bureau

କିଏ ହେବ ଭୁବନେଶ୍ୱରର ଡେପୁଟି ମେୟର? ଆସନ୍ତାକାଲି ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୋର୍ ଧରିଛି ଚର୍ଚ୍ଚା। ତେବେ ଏହି ପଦଲାଗି ଜୋରଦାର୍ ଲବି ଚାଲିଛି। ଭୁବନେଶ୍ୱରର ତିନି ନିର୍ବାଚନ ମଣ୍ଡଳୀରୁ କେଉଁଠୁ ଆସିବ ଡେପୁଟି ମେୟରଙ୍କ ନାଁ, କେଉଁ ବିଧାୟକଙ୍କର ରହିଛି କେତେ ଦବ୍‌ଦବା, ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। 

Advertisment
Special Story Deputy Mayor BMC
Advertisment
Advertisment