Naba Das
ନବ ଦାସ ହତ୍ୟା ପଛରେ ହୋଇଛି କି ଟପ୍ ଲେବେଲ୍ ରାଜନୈତିକ ଷଡ଼ଯନ୍ତ୍ର ? ଏହା ଏକ ବିଜନେସ୍-ପଲିଟିକାଲ୍ ମର୍ଡର ନୁହେଁ ତ ? ଗୋପାଳ ଦାସଙ୍କୁ ମୋହରା କରି ନବଙ୍କୁ ରାସ୍ତାରୁ ହଟାଯାଇଛି କି ? ପାୱାରଫୁଲ୍ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ୯ ଦିନ ହେଲା । ହେଲେ ଏଯାଏଁ ଖୋଲିନି ମର୍ଡର ପ୍ଲଟ୍ର ଗୁମର । ଗୋଟିଏ ପଟେ କ୍ରାଇମ୍ ବ୍ରାଂଚ ତଦନ୍ତକୁ ନେଇ ସନ୍ଦେହ ବଢୁଥିବା ବେଳେ ଅନ୍ୟପଟେ ଏହି ମାମଲାକୁ ନେଇ ରାଜନୀତି ବି ସରଗମ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)