Advertisment

‘ସୁଭଦ୍ରା’କୁ ନେଇ ନବୀନଙ୍କ ଟାର୍ଗେଟ୍‌

ନବୀନଙ୍କ ଏହି ଅଭିଯୋଗର କଡ଼ା ଜବାବ ରଖିଛି ବିଜେପି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, କିଏ ପ୍ରଚାର ପ୍ରସାର କରୁଥିଲା ତାହା ଲୋକ ଜାଣିଛନ୍ତି । ଏଣୁ ସେ ନିଜେ ପ୍ରଥମେ ସମୀକ୍ଷା କରନ୍ତୁ ।

Advertisment

‘ସୁଭଦ୍ରା’କୁ ନେଇ ନବୀନଙ୍କ ଟାର୍ଗେଟ୍‌ । ବିଜେପିକୁ ନିଶାନା କଲେ ନବୀନ । ନବୀନଙ୍କୁ ବି ମନମୋହନ ଦେଲେ କଡ଼ା ଜବାବ । ଅନ୍ତର୍ଜାତୀୟ ମହିଳା ଦିବସରେ ବିଜେଡି କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ନବୀନ କହିଛନ୍ତି, ଡବଲ୍ ଇଞ୍ଜିନ ସରକାର ମିଶନ ଶକ୍ତି କାର୍ଯ୍ୟକ୍ରମକୁ ବନ୍ଦ କରିବାକୁ ଚେଷ୍ଟା କରୁଛି । ପ୍ରଚାର ପାଇଁ ଶହ ଶହ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ମାଆମାନଙ୍କୁ ଦିନକୁ ୨୭ ଟଙ୍କା ଦେଇ ବିଭ୍ରାନ୍ତ କରୁଛନ୍ତି ।

Advertisment
Naveen Patnaik Subhadra Manmohan Samal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ