The President Canditate Draupadi Murmu in Delhi
ଦିଲ୍ଲୀରେ ପହଞ୍ଚିଛନ୍ତି ଏନ୍ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ସାକ୍ଷାତ କରିଛନ୍ତି ବରିଷ୍ଠ ନେତାଙ୍କୁ। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନାଡ୍ଡାଙ୍କୁ ଭେଟିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)