Advertisment

ଏମିତି ପ୍ରାର୍ଥୀଙ୍କୁ ମାନିବାକୁ ପଡ଼ିବ… ୩୫ ବର୍ଷ ହେଲା ହାରୁଛନ୍ତି, କିନ୍ତୁ ମନୋବଳ ହାରି ନାହାଁନ୍ତି

ଆଜିକାଲି ନେତାଙ୍କ ପାଖରେ ନୀତି ନୈତିକତା କିଛି ନାହିଁ। କଳେବଳେ କେମିତି ନିର୍ବାଚନ ଜିତିବେ ତାହା ସେମାନଙ୍କର ଲକ୍ଷ୍ୟ। କିନ୍ତୁ ଏହି ଭିଡିଓରେ ଭେଟନ୍ତୁ ଜଣେ ବ୍ୟକ୍ତିଙ୍କୁ, ଯିଏ ଗତ ୩୫ ବର୍ଷ ହେଲା ୱାର୍ଡମେମ୍ବର ନିର୍ବାଚନ ଲଢୁଛନ୍ତି, କିନ୍ତୁ କେବେ ଜିତି ନାହାଁନ୍ତି। ଏହାପରେ ବି ସେ ମନୋବଳ ହାରି ନାହାଁନ୍ତି। ସବୁଠୁ ବଡ଼ କଥା ହେଲା, ସେ କୌଣସି ଦଳର ସମର୍ଥନ ନିଅନ୍ତି ନାହିଁ। ସବୁବେଳେ ସ୍ୱାଧୀନ ପ୍ରାର୍ଥୀ। ତା ପୁଣି ସେଇ ଗୋଟିଏ ନିର୍ଦ୍ଦିଷ୍ଟ ଚିହ୍ନରେ। ଆସନ୍ତୁ ଭେଟିବା ଏହି ନିଆରା ବ୍ୟକ୍ତିଙ୍କୁ।

author-image
Otv Khabar Bureau

Election Continues T 35 Years Contest Panchayat Election Odisha
Advertisment
Advertisment