Advertisment

ଓଡ଼ିଆ ଭାଷାରେ ହେବ ସରକାରୀ କାମ

ଓଡିଆ ଭାଷାରେ ହେବ ସରକାରୀ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଓଡିଆରେ ପଠାଯିବ ଫାଇଲ। ଗଠନ ହେବ ଭାଷା କମିଶନ। ଲୋକସେବା ଭବନରେ ଆଜି ଦାୟିତ୍ୱ ଗ୍ରହଣ କରୁ କରୁ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଦସ୍ତଖତ କରିଛନ୍ତି ମୋହନ ମାଝୀ।

author-image
Santosh Kumar Sahoo

ଓଡିଆ ଭାଷାରେ ହେବ ସରକାରୀ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଓଡିଆରେ ପଠାଯିବ ଫାଇଲ। ଗଠନ ହେବ ଭାଷା କମିଶନ। ଲୋକସେବା ଭବନରେ ଆଜି ଦାୟିତ୍ୱ ଗ୍ରହଣ କରୁ କରୁ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଦସ୍ତଖତ କରିଛନ୍ତି ମୋହନ ମାଝୀ। ଯେଉଁ ପ୍ରତିଶ୍ରୁତି ଦେଇ ବିଜେପି କ୍ଷମତାକୁ ଆସିଥିଲା ତାକୁ ପ୍ରଥମ ଦିନରେ ହିଁ ଅମଳ କରିବାକୁ ପ୍ରୟାସ କରିଛନ୍ତି ମୋହନ ସରକାର। ଓଡିଆ ଅସ୍ମିତା ପ୍ରତିଷ୍ଠା, ଅଭିବୃଦ୍ଧି, ସଂରକ୍ଷଣ ଓ ପ୍ରସାର ମଧ୍ୟ ସରକାରଙ୍କ ପ୍ରାଥମିକତା।

Advertisment
Lokseba Bhawan CM Mohan Majhi
Advertisment
Advertisment