BJD
Advertisment
ପ୍ରଥମ ଦଫାରେ ଟିକେଟ୍ ପାଇଥିବା ବିଜେଡି ନେତାଙ୍କୁ ଆଶ୍ୱସ୍ତି । କିନ୍ତୁ ତାଲିକାରେ ନାଁ ନଥିବା ନେତାଙ୍କର ନିଦ ହଜିଯାଇଛି । ଏଭଳି ସ୍ଥଳେ କିଏ ନବୀନ ନିବାସ ଆଗରେ ଶକ୍ତି ପ୍ରଦର୍ଶନ କରି ଟିକଟ୍ ଲବି କରୁଛି ତ ଆଉ କିଏ ଟିକଟ୍ ପାଇଁ ସୁପ୍ରିମୋଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିଛନ୍ତି । ବିଜେଡିର ପ୍ରଥମ ତାଲିକାରେ ୭୨ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us