Winter Session
Advertisment
ଶୀତ ଅଧିବେଶନ ପାଇଁ ୩ ଦଳର ପ୍ରସ୍ତୁତି । ସରକାରଙ୍କୁ ଘେରିବାକୁ ପ୍ରସଙ୍ଗ ବାଛି ସାରିଲେଣି ବିରୋଧୀ । ଆମ୍ବଟାକୁଆ ମୃତ୍ୟୁ, ଧାନକିଣା ଅବ୍ୟବସ୍ଥା, ଆଇନଶୃଙ୍ଖଳା ପରିସ୍ଥିତି ବିଗିଡିବା, ଆଦାନୀ ଏବଂ ଗନ୍ଧମାର୍ଦ୍ଦନ ପ୍ରସଙ୍ଗ ଉଠାଇ ସରକାରକୁ ହରଡଘଣାରେ ପକାଇବାକୁ ଯୋଜନା କରିଛନ୍ତି ବିଜେଡି କଂଗ୍ରେସ । ଅନ୍ୟପଟେ ବିଧାୟକ ଦଳ ବୈଠକ ଡାକି ବିରୋଧୀଙ୍କୁ କାଉଣ୍ଟର କରିବାକୁ ଷ୍ଟ୍ରାଟେଜି ପ୍ରସ୍ତୁତ କରିଛି ଶାସକ ଦଳ ବିଜେପି । ସରକାରଙ୍କ ଉପଲବ୍ଧି ରଖି ବିଗତ ସରକାରଙ୍କ ୨୪ ବର୍ଷର କଳା ଚିଠା ଖୋଲିବାକୁ ସ୍ଥିର କରିଛି ବିଜେପି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us