କେଉଁ ମନ୍ତ୍ରୀ କେତେ ଧନୀ ? କାହା ପାଖରେ କେତେ ସୁନା, ଜମି, ଗାଡ଼ି, ବନ୍ଧୁକ ? ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସଂପତ୍ତି ତାଲିକା।
Published: Chandan Shishu
Last updated: 23 September 2022, 11:23 PM IST
ଶେଷ ହୋଇଛି ବିଜେପିର ତିନି ଦିନିଆ ପ୍ରଶିକ୍ଷଣ ଶିବିର। ନୀତି, ନୈତିକତା ଏବଂ ଆଚରଣ ଉଚ୍ଚାରଣର ପାଠ ପଢିଛନ୍ତି ବିଧାୟକ ଏବଂ ସାଂସଦ। ପୁରୀରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରର ଶେଷ ଦିନରେ ବହୁ ଗୁରୁତ୍ୱପୂର୍ଣ୍ଣ ଟିପ୍ସ ଦେଇଛନ୍ତି ବିଜେପି ସଂଗଠନର ଟପ୍ ଥ୍ରୀ ନେତୃତ୍ୱ।