Advertisment

‘ଓଡ଼ିଶା ଗରିବ କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ଧନୀ ଆଉ ତାଙ୍କ ଦଳ BJD ବି ଧନୀ’

ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ। ମୋଟ ସଂପତ୍ତି ହେଉଛି ୬୩ କୋଟି ୮୭ ଲକ୍ଷ । ଆସୋସିଏସନ୍ ଫର ଡେମୋକ୍ରାଟିକ ରିଫର୍ମସ ବା ଏଡିଆର୍ ରିପୋର୍ଟରୁ ମିଳିଛି ଏହି ତଥ୍ୟ । ନବୀନଙ୍କ ପାଖରେ ୨୩ ଲକ୍ଷ ୨୬ ହଜାର ୫୫୫ ଟଙ୍କାର ଅସ୍ଥାବର ଓ ୬୩ କୋଟି ୬୪ଲକ୍ଷ ୧୫ହଜାର ୨୬୧ ଟଙ୍କାର ସ୍ଥାବର ସମ୍ପତ୍ତି ରହିଛି । ସେହିପରି ନବୀନଙ୍କ ନାଁରେ କୌଣସି ଅପରାଧିକ ମାମଲା ନଥିବା ରିପୋର୍ଟରେ ଉଲ୍ଲେଖ ଅଛି । ପଡୋଶୀ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଧନୀ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ଅଛନ୍ତି । ତାଙ୍କର ମୋଟ ସଂପତ୍ତି ୫୧୦ କୋଟି ୩୮ ଲକ୍ଷ ।

Naveen Patnaik Odisha CM
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ