General Election 2024
Advertisment
ଧାମନଗର ଝଟକା ପରେ ପଦ୍ମପୁର ବାଜି ଜିତିବା ନେଇ ବିଜେଡି ଫୁଲ୍ କନ୍ଫିଡେଣ୍ଟ। ତେବେ ଏ ଦୁଇ ବାଇ-ଇଲେକ୍ସନ ଅପେକ୍ଷା ଅଧିକ ଚିନ୍ତା ଚବିଶ ନିର୍ବାଚନକୁ ନେଇ। ଏବେଠାରୁ ପୁରା ଆଲର୍ଟ ମୋଡ୍ରେ ଦଳ। ଦୀର୍ଘ ବର୍ଷ ଧରି କ୍ଷମତାରେ ରହିବା ପରେ ସରକାର ବିରୋଧୀ ମାହୋଲ ଦାନା ବାନ୍ଧୁଛି। ଅଧିକାଂଶ ନିର୍ବାଚନ ମଣ୍ଡଳୀରେ ଗୋଷ୍ଠୀ କନ୍ଦଳ ବି ବଢ଼ିବାରେ ଲାଗିଛି ଏହାକୁ ଚେକ୍ ଦେବା ସହ ସଙ୍ଗଠନ ଉପରେ ଏବେଠାରୁ ଗୁରୁତ୍ୱ ଦେଉଛି ଦଳ। ଆଜି ପଦ୍ମପୁର ପୋଷ୍ଟମର୍ଟମ ବେଳେ ନବୀନ ନିବାସରେ ଏ ବିଷୟରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ଆଲୋଚନା
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us