High Court Bench
Advertisment
ପୁଣି ଚର୍ଚ୍ଚାରେ ହାଇକୋର୍ଟ ବେଞ୍ଚ୍ ପ୍ରସଙ୍ଗ। ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି, ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ ବିଧାନସଭାରେ ଉତ୍ତର ରଖିବା ପରେ ତେଜିଛି ରାଜନୀତି। ପଶ୍ଚିମ ଓଡ଼ିଶାବାସୀଙ୍କ ପ୍ରତି ଏହା ବିଶ୍ୱାସଘାତକତା ବୋଲି ବିଜେଡି କହୁଥିବା ବେଳେ କଂଗ୍ରେସ ବି ସ୍ୱର ମିଶାଇଛି। ବିଜେପି ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ହାଇକୋର୍ଟ ବେଞ୍ଚ ଦାବି ଯଥାର୍ଥ ବୋଲି କହିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us