Advertisment

ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରାଲି

ତେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଶୋଭାଯାତ୍ରା କରିଛି। ତେଲ ଓ ରନ୍ଧନ ଗ୍ୟାସର ଅତ୍ୟଧିକ ଦର ବୃଦ୍ଧିକୁ ନେଇ ପ୍ରତିବାଦ କରିଛି ରାଜ୍ୟ କଂଗ୍ରେସ। ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିକ ଛକରେ ଶତାଧିକ ସଂଖ୍ୟାରେ କଂଗ୍ରେସ କର୍ମୀ ଏକାଠି ହୋଇ ଶୋଭାଯାତ୍ରା କରିଛନ୍ତି।

Advertisment

ତେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଶୋଭାଯାତ୍ରା କରିଛି। ତେଲ ଓ ରନ୍ଧନ ଗ୍ୟାସର ଅତ୍ୟଧିକ ଦର ବୃଦ୍ଧିକୁ ନେଇ ପ୍ରତିବାଦ କରିଛି ରାଜ୍ୟ କଂଗ୍ରେସ। ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିକ ଛକରେ ଶତାଧିକ ସଂଖ୍ୟାରେ କଂଗ୍ରେସ କର୍ମୀ ଏକାଠି ହୋଇ ଶୋଭାଯାତ୍ରା କରିଛନ୍ତି। ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରତିବାଦ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି କର୍ମୀ। ଏଥିରେ ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ମାଝୀ, ସୁର ରାଉତରାୟ ପ୍ରମୁଖ ସାମିଲ ହୋଇଥିଲେ। ସେହିଭଳି ମହିଳା କଂଗ୍ରେସ ପକ୍ଷରୁ ମଧ୍ୟ ପ୍ରତିବାଦ ଶୋଭାଯାତ୍ରା ବାହାରିଛି। ଶୋଭାଯାତ୍ରାରେ ବହୁ ସଂଖ୍ୟାରେ ମହିଳା କର୍ମୀ ସାମିଲ ହୋଇଥିଲେ

Advertisment
Bhubaneswar Odisha Odisha Congress
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ