Vote
ଭୋଟ୍ ବେଳେ ବିଶୃଙ୍ଖଳା ସୃଷ୍ଟିକାରୀ ସାବଧାନ ! ହିଂସାକାଣ୍ଡ ଭିଆଇଲେ ହାତକଡ଼ିରୁ ନିସ୍ତାର ନାହିଁ ! ବିଶୃଙ୍ଖଳାକାରୀଙ୍କୁ ତୁରନ୍ତ ବାନ୍ଧିବାକୁ ଡିଜିପିଙ୍କ କଡ଼ା ନିର୍ଦ୍ଦେଶ । ରାଜ୍ୟର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଆଗରୁ କିଛି ସ୍ଥାନରେ ପ୍ରାକ୍-ନିର୍ବାଚନୀ ହିଂସା ଓ ଖାସ୍ କରି ଖଲ୍ଲିକୋଟ ହତ୍ୟାକାଣ୍ଡ ପରେ, ବିଶୃଙ୍ଖଳାକାରୀଙ୍କୁ ସାବାଡ଼ କରିବାକୁ ତୟାର୍ ଓଡ଼ିଶା ପୋଲିସ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)