Advertisment

ମାରାଥନ୍ ସଭା...ମାରାଥନ୍ ପ୍ରହାର । ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ, ନୟାଗଡ଼.. ସବୁଠି ହମ୍‌ଲା

ଏକା ଦିନରେ ଚାରି ଚାରିଟି ନିର୍ବାଚନୀ ସଭା କରି ବିଜେପି ପାଇଁ ଭୋଟ୍ ମାଗିଲେ, ନବୀନ ସରକାର ଉପରେ ଏକୁ ବଳି ଆରେକ ପ୍ରଚଣ୍ଡ ହମଲା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।

author-image
Satyendu Shekher Mishra

ମାରାଥନ୍ ସଭା...ମାରାଥନ୍ ପ୍ରହାର । ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ, ନୟାଗଡ଼। ସବୁଠି ସଭାମଞ୍ଚ ଭିତରେ ଓ ବାହାରେ ବିଜେପି କାର୍ଯ୍ୟକର୍ତ୍ତା ଓ ସାଧାରଣ ଜନତାଙ୍କ ଭିଡ଼ ଯେମିତି...ଉତ୍ସାହ ବି ସେମିତି। ଏକା ଦିନରେ ଚାରି ଚାରିଟି ନିର୍ବାଚନୀ ସଭା କରି ବିଜେପି ପାଇଁ ଭୋଟ୍ ମାଗିଲେ, ନବୀନ ସରକାର ଉପରେ ଏକୁ ବଳି ଆରେକ ପ୍ରଚଣ୍ଡ ହମଲା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।

Advertisment
BJD BJP Congress Odisha Politics General Election 2024
Advertisment
Advertisment