Odisha Politics
ଘୋଷଣା ହୋଇନଥିବା ବିଜେଡିର ୧୨ରୁ ୬ସିଟ୍ରେ ପ୍ରାର୍ଥୀ ଘୋଷଣା ହେଲା। ପୁଣି ବାକି ରହିଲା ୬। ବିଜେଡି ତାର ସପ୍ତମ ପର୍ଯ୍ୟାୟ ତାଲିକାରେ ତିନି ସିଟିଂ ଏମ୍ଏଲ୍ଏଙ୍କ ଟିକେଟ କାଟିଥିବାବେଳେ ଦୁଇ ବିଧାୟକଙ୍କ ପତ୍ନୀଙ୍କୁ ଦେଇଛି ଟିକେଟ। କେବଳ କାକଟପୁରକୁ ଛାଡ଼ିଦେଲେ ଅନ୍ୟ ୫ ସିଟ୍ରେ ନୂଆ ମୁହଁକୁ ଦଳ ପ୍ରାର୍ଥୀ କରିଛି। ଆରପଟେ ବାକି ଥିବା ୬ ବିବାଦୀୟ ନିର୍ବାଚନ ମଣ୍ଡଳୀ କଣ୍ଟା ଏବେ ବିଜେଡି ତଣ୍ଟିରେ ଲାଗିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)