Sujata Karthikeyan
Advertisment
IAS ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ଫେରାଦ ହେଲା ବିଜେପି । ସେ ଅବାଧ ନିର୍ବାଚନ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଏବଂ ରାଜ୍ୟରେ ନିର୍ବାଚନ ହିଂସାକୁ ଉସୁକାଇବା ନେଇ CECଙ୍କୁ ଗୁରୁତର ଅଭିଯୋଗ କରିଛି କେନ୍ଦ୍ରୀୟ ବିଜେପି ଟିମ୍ । ସୁଜାତାଙ୍କୁ ରାଜ୍ୟରୁ ଅପସାରଣ କରିବା ସହ ସସପେଣ୍ଡ ପାଇଁ ଦଳ ଦାବି କରିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us