Amit Shah
ମଞ୍ଚକୁ ଆସୁଆସୁ ଗର୍ଜିଲେ ଶାହ। ନବୀନଙ୍କ ନାଁ ନେଇ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ୍ କଲେ। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଆଣିବାକୁ ଆହ୍ୱାନ ଦେଲେ। ଡାଇରେକ୍ଟ ଆଟାକିଂ ମୋଡ୍ରେ ଅମିତ ଶାହ। ଫୁଲ୍ ଜୋଶ୍ରେ ଓଡ଼ିଶାରେ ବିଜେପିର ପ୍ରଚାର। ବିଗୁଲ ଫୁଙ୍କିିଛନ୍ତି ରାଜନୀତିର ଚାଣକ୍ୟ। ସୋନପୁର ରାମେଶ୍ୱର ଷ୍ଟାଡିୟମରେ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧନ କରି, ଓଡ଼ିଶାରେ ୨୦ରୁ ଅଧିକ ଲୋକସଭା ଆସନରେ ପଦ୍ମ ଫୁଟାଇବା ସହ ରାଜ୍ୟରେ ନବୀନ ସରକାରକୁ ଉପାଡ଼ି ଫିଙ୍ଗିବାକୁ ଆହ୍ୱାନ ଦେଇଛନ୍ତି ଶାହ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)