ଜୁନ୍ ୪ ଫାଇନାଲ ରେଜଲ୍ଟ ପୂର୍ବରୁ ହୃଦସ୍ପନ୍ଦନ ବଢ଼ାଇଲା ଏକ୍ଜିଟ୍ ପୋଲ୍ ସର୍ଭେ ଫଳାଫଳ। ଅଧିକାଂଶ ସଂସ୍ଥାର ସର୍ଭେ କହୁଛି, ଓଡ଼ିଶା ଲୋକସଭା ନିର୍ବାଚନରେ ବିଜେପିକୁ ମିଳିବ ବୃହତ ସଫଳତା, ଆଉ ଜୋରଦାର ଝଟ୍କା ଖାଇବ ବିଜେଡି । ଇଣ୍ଡିଆ ଟୁଡେ ଆକ୍ସିସ ଏକଜିଟ୍ ପୋଲ୍ ଅନୁସାରେ, ଓଡ଼ିଶାର ୨୧ ଲୋକସଭା ସିଟ୍ ମଧ୍ୟରୁ ଜବରଦସ୍ତ ପ୍ରଦର୍ଶନ ସହ ବିଜେପି ୧୮ରୁ ୨୦ ସିଟ୍ ହାସଲ କରିବାକୁ ଥିବା ବେଳେ ବେଳେ ବିଜେଡି ୦ରୁ ୨ ଏବଂ କଂଗ୍ରେସ ମାତ୍ର ଗୋଟିଏ ସିଟ୍ ହାସଲ କରିପାରେ।
Published By: Satyendu Shekher Mishra
Last updated: 02 June 2024, 10:00 PM IST
ନେତାଙ୍କ ଚରିତ୍ର ରିପୋର୍ଟ ଦେଉଥିଲେ ପୋଲିସ୍ ବାବୁ । ପୋଲିସ୍ ବିଧାୟକଙ୍କ କଥା ଶୁଣୁନଥିଲା । ଯାଜପୁର ଜିଲ୍ଲାରେ ଏମିତି ଚାଲିଥିଲା ଶାସନ । ଏଭଳି ସାଂଘାତିକ ଅଭିଯୋଗ କରି ବିଜେଡିର ଗୁମର ଖୋଲିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ।