Advertisment

ଗଣତନ୍ତ୍ରର ମହାପର୍ବ ପାଇଁ ରାଜ୍ୟରେ ଆରମ୍ଭ ହେଲା ପ୍ରସ୍ତୁତି

ନିର୍ବାଚନ ତାରିଖ ଘୋଷଣା ହେବା ପରେ କାଉଣ୍ଟ ଡାଉନ୍ ଷ୍ଟାର୍ଟ ହେବା ସହ ଆରମ୍ଭ ହୋଇଯାଇଛି ପ୍ରଶାସନିକ ପ୍ରସ୍ତୁତି। ନିର୍ବାଚନ ସୁପରିଚାଳନା ପାଇଁ ଆଜି ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଏବଂ SPମାନେ କରିଛନ୍ତି ପ୍ରସ୍ତୁତି ବୈଠକ। ଅନ୍ୟପଟେ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ସରକାରୀ ବିଜ୍ଞାପନ ହଟାଇବା ମଧ୍ୟ ଆରମ୍ଭ ହୋଇଛି ।

Advertisment

ନିର୍ବାଚନ ତାରିଖ ଘୋଷଣା ହେବା ପରେ କାଉଣ୍ଟ ଡାଉନ୍ ଷ୍ଟାର୍ଟ ହେବା ସହ ଆରମ୍ଭ ହୋଇଯାଇଛି ପ୍ରଶାସନିକ ପ୍ରସ୍ତୁତି । ନିର୍ବାଚନ ସୁପରିଚାଳନା ପାଇଁ ଆଜି ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଏବଂ SPମାନେ କରିଛନ୍ତି ପ୍ରସ୍ତୁତି ବୈଠକ। ଅନ୍ୟପଟେ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ସରକାରୀ ବିଜ୍ଞାପନ ହଟାଇବା ମଧ୍ୟ ଆରମ୍ଭ ହୋଇଛି । 

Advertisment
General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ