Odisha Politics
ଚିକିଟିରୁ ଗୋପାଳପୁର, ତା ସହ ବ୍ରହ୍ମପୁରର ବିଭିନ୍ନ ବୁଥ୍। ଭୋଟ୍ ବେଳେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ, ଉତ୍ତେଜନା, ଅଶାନ୍ତ ସ୍ଥିତି। ଚିକିଟି କଳାବାଡ଼ ପଞ୍ଚାୟତ ୧୪୬ ନମ୍ବର ବୁଥରେ ସକାଳୁ ସକାଳୁ ଉତ୍ତେଜନା। ବିଜେପି ଏଜେଣ୍ଟଙ୍କୁ ବୁଥରେ ପୂରାଇ ନଦେବା ଅଭିଯୋଗରେ ଉପୁଜିଥିଲା ଗଣ୍ଡଗୋଳ। ତଦନ୍ତ ପାଇଁ ସେଠାରେ ପହଞ୍ଚିଥିଲେ ନିର୍ବାଚନ ଅଧିକାରୀଙ୍କ ସ୍ୱତନ୍ତ୍ର ଟିମ୍। ପାତ୍ରପୁର ବ୍ଲକ ପଦାଦିଗି ଓ କନିରିଡ଼ାରେ ବିଜେପି ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଥିବା ବେଳେ, କେ.ନୂଆଗାଁର ୫୪ ନମ୍ବର ବୁଥରେ ନିର୍ଦ୍ଦିଷ୍ଟ ଦଳ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ପାଟିତୁଣ୍ଡ ହୋଇଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)