ସରକାରଙ୍କ ବଡ଼ ଘୋଷଣା । ଗଠନ ହେଲା ନୂଆ ୩୪ଟି ଏନ୍ଏସି । ୫ ଏନ୍ଏସିକୁ ମଧ୍ୟ ମ୍ୟୁନିସିପାଲିଟି ଭାବେ ଉନ୍ନୀତ ମଧ୍ୟ କରାଯାଇଛି । ରାଜ୍ୟରେ ଆଉ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ୫ ଏନ୍ଏସିକୁ ମ୍ୟୁନିସିପାଲିଟି ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର, ଆସ୍କା ଏନ୍ଏସିରୁ ମ୍ୟୁନିସିପାଲିଟି ହେଲା ।
Published By: Tanmay Kumar Mahalik
Last updated: 24 February 2024, 04:30 PM IST
ହଠାତ୍ ରାଜନୀତିକୁ ଆସି ହିଇଚଇ କରିଦେଇଥିବା ତଥାକଥିତ ଲେଖିକା ସୁନୀତି ମୁଣ୍ଡ ଏବେ ତାଙ୍କ ରୂପ ବଦଳାଇଛନ୍ତି। ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେଲାପରେ ସେ ସନ୍ୟାସିନୀ ବେଶ ଧାରଣ କରିଛନ୍ତି। ମୁଣ୍ଡରୁ ବାଳ କାଟି ସେ ଜୀବନର ଗୁଢ଼ତତ୍ୱ ଖୋଜିବେ ବୋଲି ଘୋଷଣା କରିଛନ୍ତି। ପଢ଼ନ୍ତୁ ପୂରା କାହାଣୀ...