Narendra Modi
ଆସନ୍ତା ସପ୍ତାହରେ ପୁଣି ବିଜେପିର ଟପ୍ ଥ୍ରୀ ଲିଡରଙ୍କ ଓଡ଼ିଶା ଗସ୍ତ । ୧୫ରେ ଶାହ, ୧୭ରେ ନଡ୍ଡା ଓ ୨୦ରେ ପିଏମ୍ ମୋଦି । ୩ ନେତା ୩ଟି ଲେଖାଏଁ ଲୋକସଭା କ୍ଷେତ୍ରରେ କରିବେ ପ୍ରଚାର । ମୁଖ୍ୟମନ୍ତ୍ରୀ ଲଢୁଥିବା ଦୁଇ ସିଟ୍ରେ ଦୁଇ ହେଭିୱେଟ ଶାହ ଏବଂ ନଡ୍ଡା କରିବେ ସମାବେଶ । ହଞ୍ଜିଳିରେ ଅମିତ ଶାହ ଓ କଣ୍ଟାବାଞ୍ଜି ସମାବେଶରେ ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୫ରେ ଅମିତ ଶାହ, ଓଡ଼ିଶା ଗସ୍ତରେ ଆସି ହିଞ୍ଜିଳି ସହ ରାଉରକେଲା ଓ ଗଞ୍ଜାମର ସୋରଡାରେ ଜନସଭା କରିବେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)