Advertisment

୧୯ରେ ପୁଣି ଓଡ଼ିଶା ଆସିବେ ମୋଦି

୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ।

Advertisment

୧୯ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଭୁବନେଶ୍ୱରରେ ପହଞ୍ଚିବା ପରେ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା କରିବେ । ନିର୍ବାଚନକୁ ନେଇ ବିଜେପି କର୍ମକର୍ତ୍ତାଙ୍କ ସହ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ।

Advertisment
Narendra Modi BJP General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ