Narendra Modi
Advertisment
ଚଳିତ ଲୋକସଭା ନିର୍ବାଚନ ପାଇଁ ପ୍ରଥମ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ । ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବେ । ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us