BJP CM
କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର ? କିଏ ହେବ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ? କାହା ନାଁରେ ମୋହର ମାରିବ ବିଜେପି ସଂସଦୀୟ ବୋର୍ଡ ? ଜୁନ୍ ୧୦ ପାଇଁ ବିଜେପି ତା’ର କସରତ ଆରମ୍ଭ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ବି ଆରମ୍ଭ ହୋଇଛି ପ୍ରକ୍ରିୟା । ଆସନ୍ତାକାଲି ଦିଲ୍ଲୀରେ ବସିବ ଦଳର ସଂସଦୀୟ ବୋର୍ଡ ବୈଠକ । ଏଥିପାଇଁ ରାଜ୍ୟ ବିଜେପିର କିଛି ନେତାଙ୍କୁ ହୋଇଛି ଦିଲ୍ଲୀ ଡାକରା । ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ପ୍ରମୁଖ ଦିଲ୍ଲୀ ଯାଉଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)