Odisha Politics
ଏଥର ବିଜେଡି କ୍ଷମତାକୁ ଆସିଲେ ମାଗଣାରେ ବିଜୁଳି। ୯୦ ପ୍ରତିଶତ ପରିବାରକୁ ଆଉ ଦେବାକୁ ପଡ଼ିବନି ବିଜୁଳି ବିଲ୍। ଦୀର୍ଘ ୨୪ ବର୍ଷର ଲମ୍ବା ଶାସନ କାଳ ପରେ ନିର୍ବାଚନୀ ଇସ୍ତାହାରରେ ପ୍ରଥମ ଥର ପାଇଁ ଏଭଳି ଲୋଭନୀୟ ପ୍ରତିଶ୍ରୁତି ଦେଇଛି ବିଜୁ ଜନତା ଦଳ। ଆଉ ଗଣମାଧ୍ୟମରେ ଘନ ଘନ ବିଜ୍ଞାପନ ସହ ନିର୍ବାଚନୀ ସଭାରେ ସମାନ କଥା କହି ବୁଲୁଛନ୍ତି ବିଜେଡି ନେତା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)