Speculation rife over New CM
Advertisment
୭୮ ବିଧାୟକଙ୍କ ଭିତରୁ କିଏ ହେବେ ମୁଖ୍ୟମନ୍ତ୍ରୀ ? ମନ୍ତ୍ରିମଣ୍ଡଳରେ ସାମିଲ ହେବେ କେଉଁ କେଉଁ ବିଧାୟକ ? କାହାକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ବିଭାଗ ? କ’ଣ ରହିବ ମନ୍ତ୍ରୀ ଚୟନର ଆଧାର ? ଓଡ଼ିଶାରେ ବିଜେପିର ପ୍ରଥମ ସରକାରର କିଭଳି ରହିବ ରୂପରେଖ ? ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସସ୍ପେନ୍ସ ଲାଗି ରହିଥିବା ବେଳେ ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ନେତାଙ୍କ ବାୟୋଡାଟା ଯାଞ୍ଚ ଆରମ୍ଭ ହୋଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us