କେବେ ହଟିବ ପରଦା ? କେବେ ଆସିବ ସ୍ପଷ୍ଟ ଚିତ୍ର ? ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ସଭାର ପରଦିନଠାରୁ ଅର୍ଥାତ ଗତ ୬ ତାରିଖଠାରୁ ବିଜେଡି-ବିଜେପି ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ ।
Published By: Sujit kumar Swain
Last updated: 10 March 2024, 09:47 PM IST
ନେତାଙ୍କ ଚରିତ୍ର ରିପୋର୍ଟ ଦେଉଥିଲେ ପୋଲିସ୍ ବାବୁ । ପୋଲିସ୍ ବିଧାୟକଙ୍କ କଥା ଶୁଣୁନଥିଲା । ଯାଜପୁର ଜିଲ୍ଲାରେ ଏମିତି ଚାଲିଥିଲା ଶାସନ । ଏଭଳି ସାଂଘାତିକ ଅଭିଯୋଗ କରି ବିଜେଡିର ଗୁମର ଖୋଲିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ।