BJP Politics
ବିଜେପି ଗଢିଲା ସରକାର। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮ କ୍ୟାବିନେଟ୍ ଓ ୫ ରାଷ୍ଟ୍ରମନ୍ତ୍ରୀ-ସ୍ୱାଧୀନ ନେଲେ ଶପଥ । ୧୩ ଜିଲ୍ଲାକୁ ମନ୍ତ୍ରିମଣ୍ଡଳରେ ପ୍ରତିନିଧିତ୍ୱ ମିଳିଛି । ସେପଟେ କିନ୍ତୁ କିଛି ବରିଷ୍ଠ ପ୍ରମୁଖ ଦାବିଦାରଙ୍କ ନାଁ ମନ୍ତ୍ରିମଣ୍ଡଳରେ ନାହିଁ। ସମ୍ୱଲପୁର ବିଧାୟକ ତଥା ବିଜେପିର ବରିଷ୍ଠ ନେତା ଜୟନାରାୟଣ ମିଶ୍ରଙ୍କୁ ମନ୍ତ୍ରୀ ପଦ ମିଳିନି। ଯେଉଁଥିଲାଗି ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)