Last updated: 17 May 2024, 10:38 PM IST
ନିର୍ବାଚନୀ ହିଂସାର ହବ୍ ପାଲଟିଥିବା ଗଞ୍ଜାମ ଜିଲ୍ଲାରେ ଏଥର ଖଲ୍ଲିକୋଟ କାଣ୍ଡକୁ ନେଇ ହଇଚଇ। ୪୮ ଘଣ୍ଟା ପୁରିଲା। ବିଜେପି କର୍ମୀଙ୍କୁ ହତ୍ୟାରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କ ପାଖରେ ନା ପହଞ୍ଚିପାରିଲା ପୋଲିସ, ନା ଶୋକସନ୍ତପ୍ତ ପରିବାରକୁ ଦେଇଛି ନ୍ୟାୟ।