ପୌର ନିର୍ବାଚନ ନେଇ ଫିଟିଲା ବାଟ। ପୌର ଆଇନ୍ରେ ସଂଶୋଧନକୁ ଗତ ସପ୍ତାହରେ ରାଜ୍ୟପାଳଙ୍କ ଅନୁମୋଦନ ପରେ ଆଇନ୍ ବିଭାଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି। ଏହି ଆଇନ୍ ଅନୁସାରେ, ପୌର ନିର୍ବାଚନରେ ସଂରକ୍ଷଣକୁ ସର୍ବାଧିକ ୫୦ ପ୍ରତିଶତ ମଧ୍ୟରେ ସୀମିତ ରଖାଯିବ।
Published: Otv Khabar Bureau
Last updated: 12 October 2021, 06:08 PM IST
ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତାରାତାରିଣୀ ପୀଠର ଦୀପ ଗୃହରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି।