Advertisment

ପୌର ନିର୍ବାଚନ ନେଇ ଫିଟିଲା ବାଟ

ପୌର ନିର୍ବାଚନ ନେଇ ଫିଟିଲା ବାଟ। ପୌର ଆଇନ୍‌ରେ ସଂଶୋଧନକୁ ଗତ ସପ୍ତାହରେ ରାଜ୍ୟପାଳଙ୍କ ଅନୁମୋଦନ ପରେ ଆଇନ୍‌ ବିଭାଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି।

Advertisment

ପୌର ନିର୍ବାଚନ ନେଇ ଫିଟିଲା ବାଟ। ପୌର ଆଇନ୍‌ରେ ସଂଶୋଧନକୁ ଗତ ସପ୍ତାହରେ ରାଜ୍ୟପାଳଙ୍କ ଅନୁମୋଦନ ପରେ ଆଇନ୍‌ ବିଭାଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି। ଏହି ଆଇନ୍‌ ଅନୁସାରେ, ପୌର ନିର୍ବାଚନରେ ସଂରକ୍ଷଣକୁ ସର୍ବାଧିକ ୫୦ ପ୍ରତିଶତ ମଧ୍ୟରେ ସୀମିତ ରଖାଯିବ। 

Advertisment
Municipal Amendment Act ULB Polls
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ