Nua O
Advertisment
କ୍ୟାମ୍ପସରେ ଶୈକ୍ଷିକ ବାତାବରଣକୁ ନଷ୍ଟ କରି ଆଉ ଚାଲିବନି ନାଚ ତାମ୍ସା। ବନ୍ଦ ହେଲା ନୂଆ ଓ' । ପୂର୍ବ ନବୀନ ସରକାରର ନୂଆ ଓ କାର୍ଯ୍ୟକ୍ରମକୁ ବନ୍ଦ କରି ମୋହନ ସରକାର ଫାଇନାନସିଆଲ ଆସିଷ୍ଟାନ୍ସ ଟୁ ୟୁଜି ପିଜି ଷ୍ଟୁଡେଣ୍ଟସ ନାଁରେ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ବିଧାନସଭାରେ ବିଧାୟକ ଚକ୍ରମଣି କହଁରଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କହିଛନ୍ତି ଚଳିତ ବର୍ଷଠାରୁ ଏହି ଯୋଜନା ପ୍ରଣୟନ ହେବ। ଏଥିପାଇଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us