ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଲେ ରାଜ୍ୟ ସରକାର। ପଞ୍ଚାୟତ ସଂଶୋଧନ ଆଇନ କାର୍ଯ୍ୟକାରୀ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ପଞ୍ଚାୟତିରାଜ ସଚିବ ଅଶୋକ କୁମାର ମିନା
Published: Otv Khabar Bureau
Last updated: 02 October 2021, 09:53 AM IST
ଲୁହାପଥର ଓ କୋଇଲା କିଣା ନେଇ ୫୬ କୋଟି ଟଙ୍କାର ଦୁର୍ନୀତି ମାମଲାରେ ଦେଶର ବିଭିନ୍ନ ସ୍ଥାନରେ ଚଢ଼ଉ। ନୂଆଦିଲ୍ଲୀ ସ୍ଥିତ PEC ଲିମିଟେଡ୍ ଓ ସୁନ୍ଦରଗଡ଼ରେ ଥିବା ଏକ ଘରୋଇ କମ୍ପାନିରେ ଦୁର୍ନୀତି ଅଭିଯୋଗ ଆସିବା ପରେ ଆକ୍ସନ୍ ମୁଡରେ ସିବିଆଇ।