Advertisment

ବିଧାନସଭାରେ ଖଣି ମନ୍ତ୍ରୀଙ୍କ ସାୟରୀ

ବିଧାନସଭାରେ ଖଣି ମନ୍ତ୍ରୀଙ୍କ ସାୟରୀ। ଆଉ ସେହି ସାୟରୀ ଆଳରେ ପୂର୍ବ ବିଜେଡି ସରକାରକୁ ନିଶାନା। ନାଁ ନନେଇ ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ଏବଂ ପାଣ୍ଡିଆନଙ୍କ ଉପରେ ବର୍ଷିଛନ୍ତି ମନ୍ତ୍ରୀ।

author-image
Santosh Kumar Sahoo

ବିଧାନସଭାରେ ଖଣି ମନ୍ତ୍ରୀଙ୍କ ସାୟରୀ। ଆଉ ସେହି ସାୟରୀ ଆଳରେ ପୂର୍ବ ବିଜେଡି ସରକାରକୁ ନିଶାନା। ନାଁ ନନେଇ ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନଙ୍କ ଉପରେ ବର୍ଷିଛନ୍ତି ମନ୍ତ୍ରୀ। କେମିତି ଖଣି ଲୁଟ କରି ଓଡ଼ିଶାର ସଂପତ୍ତିର ହରିଲୁଟି ହୋଇଛି ଏବଂ ଜଣେ ଲୋକ କିଭଳି ବିଜେଡିର ସର୍ବେସର୍ବା ବନିଯାଇଥିଲା ତାର ଗୁମର ଖୋଲିଛନ୍ତି ବିଭୂତି। ଆଉ ଖଣି ମନ୍ତ୍ରୀଙ୍କ ହସରେ ହସରେ ମଂଜ କଥା ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି।

Advertisment
Odisha BJD Odisha Assembly
Advertisment
Advertisment