ମହାକାଳପଡ଼ା, ଆଠଗଡ଼ ଆଉ ପଦ୍ମପୁର ସବୁଠି ମନ୍ତ୍ରୀମାନଙ୍କୁ ବିରୋଧ, ନାରାବାଜି ଓ କଳାପତାକା ପ୍ରଦର୍ଶନ । ଗତକାଲି ବରଗଡ଼ ପଦ୍ମପୁରରେ ମନ୍ତ୍ରୀ ରୀତା ସାହୁଙ୍କୁ ଜୋରଦାର ବିରୋଧ ପରେ ଆଜି ଆଠଗଡ଼ ଓ ମହାକାଳପଡ଼ାରେ ବି ସମାନ ଘଟଣାର ପୁନାରବୃତ୍ତି ।
Published: Chandan Shishu
Last updated: 27 October 2022, 10:53 PM IST
ସେମାନଙ୍କ ଦେଶର ବଜେଟଠୁ କିଟ୍ ବଜେଟ ଅଧିକ କହିବା ନିନ୍ଦନୀୟ। ଓଡିଶା ସରକାର ଦେଖାଇଦେବା ଦରକାର ଯେ, ଦେଶ ଉପରେ କଥା ଆସିଲେ କାହାକୁ ଛଡା ଯିବା ଉଚିତ ନୁହେଁ। ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କିଟ୍ ବିରୋଧରେ ନେବା ଦରକାର। ନଚେତ ବିଦେଶୀ ଛାତ୍ରଛାତ୍ରୀ ଓଡ଼ିଶା ଆସି ପଢିବା ପାଇଁ ଭୟ କରିବେ ବୋଲି ପୂର୍ବତନ ମୁଖ୍ୟ ଶାସନସଚିବ ଚେତାଇ ଦେଇଛନ୍ତି।